ଉତ୍କଳ ବିଶ୍ୱବିଦ୍ୟାଳୟ ଲାଗି ୧୦୦ କୋଟି ଟଙ୍କାର ପାଣ୍ଠି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଜାତୀୟସ୍ତରରେ ଉତ୍କର୍ଷତା ପ୍ରତିପାଦନ କରିପାରିଥିବା ଓଡ଼ିଶାର ଉତ୍କଳ ବିଶ୍ୱବିଦ୍ୟାଳୟ ଲାଗି ୧୦୦ କୋଟି ଟଙ୍କାର ସହାୟତା ପାଣ୍ଠି ରାଜ୍ୟ ସରକାର ମଞ୍ଜୁର କରିଛନ୍ତି ବୋଲି ଶନିବାର ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ।...
odishasambad.in